banner
Breaking

ଦିଲ୍ଲୀରେ ଭୂକମ୍ପ।

0

ନୂଆଦିଲ୍ଲୀ,୧୨।୪: ଦିଲ୍ଲୀରେ ରବିବାର ଅପରାହ୍ନ ୫ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା ବୋଲି ଅନୁମାନ କରାଯାଉଛି। ଭୂକମ୍ପ ହେବାରୁ ଲକ୍‌ଡାଉନ୍‌ ଜାରି ରହିଥିଲେ ମଧ୍ୟ ଆତଙ୍କିତ ହୋଇ ଲୋକେ ଘରୁ ବାହାରକୁ ପଳାଇ ଆସିଥିଲେ। ଦିଲ୍ଲୀ ସହିତ ଗାଜିଆବାଦ୍‌, ନୋଏଡ଼ା ଏବଂ ଗ୍ରେଟର ନୋଏଡ଼ାରେ ମଧ୍ୟ ଭୂକମ୍ପ ଅନୁଭୁତ ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.