banner
Breaking

ରାଜଧାନୀରେ ପୁଣି ଖୋଲିଲା ସ୍କୁଲ

0

ନୂଆଦିଲ୍ଲୀ,୧୮ ।୧୨: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ମାସେ ହେବ ସ୍କୁଲ ବନ୍ଦ ରହିଥିଲା । ଏବେ ଶନିବାର ପୁଣିଥରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯିବ ବୋଲି ସୂଚନା ରହିଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଶନିବାରଠାରୁ ଖୋଲାଯାଉଛି ବୋଲି ସରକାର କହିଛନ୍ତି । ଏବେ ଦିଲ୍ଲୀର ବାୟୁ ପ୍ରଦୂଷଣରେ ସାମାନ୍ୟ ଉନ୍ନତି ହୋଇଥିବାରୁ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି । ସ୍କୁଲ ଖୋଲିବା ପରେ ବି ଉଭୟ ଅନ୍ ଲାଇନ ଓ ଅଫ୍ ଲାଇନରେ କ୍ଲାସ ହେବ । ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ସ୍କୁଲ ଗୁଡିକ ପାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥବା ବେଳେ ଏହାପରେ ଦାଉ ସାଧିଥିଲା ପ୍ରଦୂଷଣ ।

Khansweb Solution Bhubaneswar

Leave A Reply

Your email address will not be published.