banner
Breaking

ଦିଲ୍ଲୀରେ ଭୂକମ୍ପ ଅନୁଭୂତ

0

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀ ଏନସିଆର । ଏନସିଆରର କେତେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକ ଏହାକୁ ଅନୁଭବ କରିଛନ୍ତି । ଗତକିଛି ଦିନ ଧରି ଏକାଧିକ ବାର ଭୂକମ୍ପର ଝଟକା ଅନୁଭବ କରିବା ପରେ ଆଜି ଲୋକେ ଭୟଭୀତ ହୋଇ ପଡିଛନ୍ତି । ବେଶ କିଛି ସମୟ ଧରି ଥରି ଉଠିଥିଲା ଏହି ଅଞ୍ଚଳ । ଲୋକେ ଭୟରେ ଘରୁ ବାହାରି ଆସିଥିଲେ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୬ ବୋଲି ଜଣାପଡିଛି । ଏହାର କେନ୍ଦ୍ର ଆଫଗାନିସ୍ଥାନ ନିକଟରେ ବୋଲି କୁହାଯାଉଛି ।

Khansweb Solution Bhubaneswar

Leave A Reply

Your email address will not be published.