banner
Breaking

ପାଞ୍ଚ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି

0

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ୍‌ ମଙ୍ଗଳବାରଠାରୁ ୫ ଦିନ ଛୁଟି। ଏ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କାଲିଠାରୁ ଆସନ୍ତା ୩୦ ପର୍ଯ୍ୟନ୍ତ ଛୁଟି ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସ୍କୁଲ୍‌ ଛୁଟି ସତ୍ତ୍ୱେ ମାଟ୍ରିକ୍‌ ଏବଂ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.