banner
Breaking

ସେ ୨ରୁ ସକାଳ ୬ଟାରୁ ୯ଟା ସ୍କୁଲ

0

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ ସ୍କୁଲ ଆସିବେ। ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ବୋର୍ଡ ଓ କାଉନ୍‌ସିଲ ପକ୍ଷରୁ ଚାଲିଥିବା ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.