banner
Breaking

୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ

1

ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ । କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ସୋମବାର ଅପରାହ୍ଣ ୪ଟାରେ ପରୀକ୍ଷାଫଳ ପ୍ରକାଶ ପାଇବା ସହ ପରୀକ୍ଷାର୍ଥୀ ମାନେ ନିଜର ରେଜଲ୍ଟ ଦେଖିପାରିବେ । www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ ବୋଲି କୁହାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ କୁହାଯାଇଛି ।

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.