banner
Breaking

୨୨ ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

0

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ ପିଲା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇ ସାରିଲେଣି। ତେଣୁ ୨୨ ତାରିଖରୁ ପାଠପଢା ଆରମ୍ଭ ହୋଇଯିବ।

Khansweb Solution Bhubaneswar

Leave A Reply

Your email address will not be published.