banner
Breaking

ପୌର ଅଧ୍ୟକ୍ଷ ସ°ରକ୍ଷଣ ତାଲିକା ପ୍ରକାଶ

0

ଭୁବନେଶ୍ୱର,୩୧।୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୌରସଂସ୍ଥା ଅଧ୍ୟକ୍ଷ ଆସନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୦୭ ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶିତ ହୋଇଛି । ୬୫ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ସଂରକ୍ଷିତ ହୋଇଥିବା ବେଳେ ୪୨ଟି ଆସନ ଅଣସଂରକ୍ଷିତ ରହିଛି ।

Khansweb Solution Bhubaneswar

Leave A Reply

Your email address will not be published.