banner
Breaking

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ

0

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ରାଜ୍ୟର ୩୦ ଜିଲାର ୭୧ ବ୍ଲକରେ ମତଦାନ ଶେଷ ହୋଇଛିା ପ୍ରତି ବ୍ଲକ୍‌ ହେଡ୍‌ କ୍ୱାଟରରେ ଗୋଟିଏ ଲେଖାଏ ମହିଳାମାନଙ୍କ ପାଇଁ ପିଙ୍କ୍‌ ବୁଥ ଖୋଲାଯାଇଛି । ଦିନ ଗୋଟିଏ ସୁଦ୍ଧା ଯେଉଁମାନେ ବୁଥ ଭିତରେ ଥିବେ ସେମାନଙ୍କୁ ଭୋଟ ଦେବାକୁ ସୁଯୋଗ ଦିଆଯାଉଛି । ୨୦୦ ଜିଲା ପରିଷଦ ଆସନର ଭୋଟିଂ ହୋଇଛି । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରିଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ରାଜ୍ୟରେ ମୋଟ ୧୩ ହଜାର ୭୮୫ଟି ଉତ୍ତେଜନା ପ୍ରବଣ ବୁଥ ଚିହ୍ନଟ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.