ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।
ଦ୍ବିତୀୟ ପର୍ଯ୍ୟାୟରେ ୩୦ ଜିଲାର ୬୮ଟି ବ୍ଲକର ୧୮୬ ଜିଲା ପରିଷଦ ଜୋନ୍ରେ ମତଦାନ ହେବ। ଦ୍ବିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ୯୩୮ ମତଦାତା ମତଦାନ ସାବ୍ୟସ୍ତ କରିବେ। ମତଦାନ ପାଇଁ ମୋଟ ୧୦ହଜାର ୪୩୬ ପୋଲିଂ ବୁଥ୍ କରାଯାଇଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
