banner
Breaking

ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ

0

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।
ଦ୍ବିତୀୟ ପର୍ଯ୍ୟାୟରେ ୩୦ ଜିଲାର ୬୮ଟି ବ୍ଲକର ୧୮୬ ଜିଲା ପରିଷଦ ଜୋନ୍‌ରେ ମତଦାନ ହେବ। ଦ୍ବିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ୯୩୮ ମତଦାତା ମତଦାନ ସାବ୍ୟସ୍ତ କରିବେ। ମତଦାନ ପାଇଁ ମୋଟ ୧୦ହଜାର ୪୩୬ ପୋଲିଂ ବୁଥ୍‌ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.