banner
Breaking

ଦୁଇଟି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ।

0

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ ୬୯ଟି ଆସନ ପାଇଁ ୨୧,୧୧୨ ବୁଥ୍‌ରେ ଗୁରୁବାର ଚାଲିଛି ମତଦାନ। ସନ୍ଧ୍ୟା ୫ଟା.୩୦ ସୁଦ୍ଧା ପଶ୍ଚିମବଙ୍ଗରେ ୮୦.୪୩ ପ୍ରତିଶତ ଓ ଆସାମରେ ୭୩.୦୩ ପ୍ରତିଶତ ମତଦାନ ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.