banner
Breaking

ପ୍ରଚାର ମଇଦାନକୁ ଆସିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ। ଏଥିନେଇ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି। ୩ ପ୍ରମୁଖ ଦଳ ନିଜ ନିଜ ରାଜନୈତିକ ଦଳଙ୍କ ସହ ପ୍ରଚାର କରୁଛନ୍ତି। ତେବେ ନିଜ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମୈଦାନକୁ ଓହ୍ଲାଇବେ। ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ବିଜେଡି ସୂତ୍ରରୁ ସୂଚନା ମିଳିଛି। ତେବେ ଚୂଡାନ୍ତ କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇ ନାହିଁ।

Khansweb Solution Bhubaneswar

Leave A Reply

Your email address will not be published.