banner
Breaking

ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

0

ଭୁବନେଶ୍ୱର : ଗାଡକଣ ସହରାଞ୍ଚଳ ସ୍ୱାସ୍ଥ୍ୟସେବା କେନ୍ଦ୍ର ଓ ସିଏଫଆର ସ୍ୱେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଭାଗିତାରେ ମଞ୍ଚେଶ୍ବର ରେଳବାଇ ଉଚ୍ଚ ବିଦ୍ୟାଳୟ ଠାରେ ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଜେଡି ଜିଲ୍ଲା ସମ୍ପାଦକ ପ୍ରସନ୍ନ କୁମାର ସାହୁ, ବସନ୍ତ ତ୍ରିପାଠୀ ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉନ୍ନତ ମାନର ସେବା ଯୋଗାଇଥିଲେ ।ଏହି ଶିବିରରେ ସ୍ଥାନୀୟ ଅଂଚଳର ଅଧିବାସୀମାନେ ବହୁ ସଂଖ୍ୟାରେ ଯୋଗଦାନ କରି ନିଜ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ସମସ୍ତଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଇଥିଲା ।

Khansweb Solution Bhubaneswar

Leave A Reply

Your email address will not be published.