banner
Breaking

ଆଜି ପ୍ରାର୍ଥୀପତ୍ର ଜାଞ୍ଚ ହେବ

0

ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି । ସେହିଦିନ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।
ୱାର୍ଡ ସଭ୍ୟ ପାଇଁ ୧ ଲକ୍ଷ ୬୨ ହଜାର ୨୯୭ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୩୪ ହଜାର ୬୧୩ ଜଣ ଦାଖଲ କରିଛନ୍ତି । ସେହିପରି ସମିତି ସଭ୍ୟ ପାଇଁ ୨୮ ହଜାର ୧୫୩ ଜଣ ଓ ଜିଲା ପରିଷଦ ସଭ୍ୟ ପାଇଁ ୩ ହଜାର ୯୯୯ ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.