ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ତେବେ ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
