banner
Breaking

ଖୁବଶୀଘ୍ର ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ତାରିଖ

0

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ତେବେ ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.