banner
Breaking

ଜୁନ ୩୦ ଯାଏ ବଢିଲା ଗାଡି କାଗଜପତ୍ର ନବୀକରଣ ଅବଧି।

0

ଭୁବନେଶ୍ୱର, ୩୧ା୩(ଓଡ଼ିଆ ନ୍ୟୁଜ): କରୋନା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଫେବୃଆରୀରେ ଅବଧି ସରିଥିବା ଗାଡ଼ି କାଗଜପତ୍ରର ଏବେ ନବୀକରଣର ଆବଶ୍ୟକତା ନାହିଁ । ବର୍ତ୍ତମାନ ପରିସ୍ଥିତିରେ ଏହା ଜୁନ୍ ଯାଏଁ ବୈଧ ରହିବ । ଫିଟନେସ୍, ଡିଏଲ ଓ ପରମିଟ୍ କ୍ଷେତ୍ରରେ ବି ଏହି ସର୍ତ୍ତ ଲାଗୁ ହେବ । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଗାଡ଼ି ପରମିଟ୍ ଅବଧି ଜୁନ ୩୦ଯାଏ ବୃଦ୍ଧି ପାଇଛି । ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.