banner
Breaking

ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ।

0

ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ ହୋଇଥିବା ଶୁକ୍ରବାର ଜଣାପଡ଼ିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୬.୨ ରେକର୍ଡ଼ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାଜେନା ସହର ଠାରୁ ୧୦ କିମି ଦୂରରେ ଏହାର ଉତ୍ପତ୍ତିସ୍ଥଳ ବୋଲି ଜଣାପଡ଼ିଛି। ଏହି ଭୂମିକମ୍ପରେ ଶତାଧିକ ଘର ଭୁଶୁଡିବା ସହ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ନେଇ ଆଶଙ୍କା କରାଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.