banner
Breaking

ଦିଲ୍ଲୀକୁ ୧୫ ରନରେ ହରାଇଲା ହାଇଦ୍ରାବାଦ।

0

ଆବୁଧାବି : ଆଇପିଏଲ୍‌ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ଖେଳାଯାଇ ଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍‌ସକୁ ୧୫ ରନରେ ପରାସ୍ତ କରିଛି ସନ୍‌ରାଇଜର୍ସ ହାଇଦରାବାଦ। ଆଜିର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ସନରାଇଜର୍ସ ହାଇଦରାବାଦ ପ୍ରଥମେ ବ୍ୟାଟିଂ କରି ୧୬୨ ରନ ସଂଗ୍ରହ କରିଥିଲା। ଜୋନି ବେୟାରଷ୍ଟୋଙ୍କ ୫୩, ଡେଭିଡ ଓ୍ଵାର୍ଣ୍ଣରଙ୍କ ୪୫ ଓ କେନ ଓ୍ଵିଲିୟମସନଙ୍କ ଦ୍ରୁତ ୪୧ ରନ ବଳରେ ନିର୍ଦ୍ଧାରିତ ଓଭରରେ ୪ ଓ୍ଵିକେଟ୍ ହରାଇ ହାଇଦରାବାଦ ୧୬୨ ରନ କରିଥିଲା। ୧୬୩ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ଦିଲ୍ଲୀ ୨୦ଓଭରରେ ୭ ଓ୍ୱିକେଟ୍ ହରାଇ ୧୪୭ ରନ କରିବାରେ ସକ୍ଷମ ହୋଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.