banner
Breaking

ଆଜି ଜଗତସିଂହପୁରରେ ସର୍ବାଧିକ ୩୩ ପଜିଟିଭ ଚିହ୍ନଟ।

0

ଜଗତସିଂହପୁର,୧୦/୫(ଓଡ଼ିଆ ନ୍ୟୁଜ) ଆଜି ଗୋଟିଏ ଦିନରେ ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି ।ସେଥିରୁ ୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ସକ୍ରିୟ ୫୪ ଜଣ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କର କୌଣସି ଲକ୍ଷଣ ନଥିଲା । ତାଙ୍କୁ ପାରାଦୀପ ଓ କୀମିସ୍ କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.