banner
Breaking

ରମ୍ଭାଦେଇପୁରେ ମହାସଂଘ କାର୍ଯ୍ୟାଳୟ ଉଦଘାଟିତ।

0

ଜଗତସିଂହପୁର,୨୮/୭(ଓଡ଼ିଆ ନ୍ୟୁଜ):ରମ୍ଭାଦେଇପୁର ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ କାର୍ଯ୍ୟାଳୟ ଉଦଘାଟନ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମୁଦୁଲି ଉଦଘାଟନ କରିଥିଲେ । ଅନ୍ୟତମ ଅତିଥି ଭାବେ ଜଗତସିଂହପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ମହାପାତ୍ର ଉପସ୍ଥିତ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ବିଜୟା ଲକ୍ଷ୍ମୀ ବେହେରା, ଜିଲ୍ଲାପରିଷଦ ସଭ୍ଯା ମଞ୍ଜୁ ମଲିକ,ସରପଞ୍ଚ ଭ୍ରମରବର ସାହୁ ଓ ବ୍ଲକ ବିଜୁ ଯୁବ ବାହିନୀ ସଂଯୋଜକ ସାରଦା ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.