banner
Breaking

ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ କରୋନା।

0

ଜଗତସିଂହପୁର,୪ ।୯(ଓଡ଼ିଆ ନ୍ୟୁଜ): ସାରା ରାଜ୍ୟରେ କରୋନା ମହାମରୀ ମାଡି ମାଡି ଚାଲିଛି। ଏହାରି ମଧ୍ୟରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.