banner
Breaking

ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

0

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା ଓ କର୍ମୀ ଶେଷ ଦର୍ଶନ କରିଥିଲେ। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ପାଇଁ ବୁଧବାର ରାତିରେ ସେ ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.