banner
Breaking

ଜେଇଇ ଓ ନିଟ୍ ପରୀକ୍ଷା ଘୁଞ୍ଚିଲା।

0

ନୂଆଦିଲ୍ଲୀ – ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍‌ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି।ଜେଇଇ ମେନ ପରୀକ୍ଷା ୧ରୁ୬ ସେପ୍ଟେମ୍ବର ମଧ୍ୟରେ ହେବାକୁ ଧାର୍ଯ୍ୟ କରାଯାଇଥିବାବେଳେ ଜେଇଇ ଆଡଭାନ୍ସଡ ପରୀକ୍ଷା ସେପ୍ଟେମ୍ବର ୨୭ରେ ହେବ। ସେହିଭଳି ନିଟ୍‌ ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.