banner
Breaking

୫ ରେ କସ୍ତୁରୀର ୨୪ ତମ ବାର୍ଷିକ ଉତ୍ସବ

0

ଭୁବନେଶ୍ୱର,୩ା୧ : ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ, ସାଂସ୍କୃତିକ ଓ ଶିକ୍ଷାଭିିତ୍ତିକ ଅନୁଷ୍ଠାନ ‘କସ୍ତୁରୀ’ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସଭାପତି ବିଶ୍ୱନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନିଷ୍ପତି ଅନୁଯାୟୀ କସ୍ତୁରୀ ପକ୍ଷରୁ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଜାନୁୟାରୀ ୫ ତାରିଖ ଗୁରୁବାର ଜୟଦେବ ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା କସ୍ତୁରୀର ୨୪ତମ ବାର୍ଷିକ ଉତ୍ସବରେ ୫୦୦ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ଭାସ୍କର ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.