banner
Breaking

ପୁଣି ହାତୀ ମୃତ୍ୟୁ

0

କେନ୍ଦୁଝର,୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ନେକଡ଼ାଘର ଗ୍ରାମ ଜଙ୍ଗଲରେ ଏକ ମାଈ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଖବରପାଇ ବନ ବିଭାଗ ବୁଧବାର ସକାଳେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ହାତୀଟି ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଥିବା ପ୍ରାଥମିକ ଭାବେ ଜଣାପଡ଼ିଥିବା ଡିଏଫ୍‌ଓ ଧନରଜ ଏଚ୍‌ ଡି କହିଛନ୍ତି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ଅନୁଧ୍ୟାନ କରୁଛନ୍ତି। ବିଦ୍ୟୁତ ତାର ବିଛାଇ ହାତୀଟିକୁ ହତ୍ୟା କରାଯାଇଥିବା କୁହାଯାଉଛି।

Khansweb Solution Bhubaneswar

Leave A Reply

Your email address will not be published.