banner
Breaking

ଖୋର୍ଦ୍ଧା ଓ କଟକରେ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0

ଖୋର୍ଦ୍ଧା ,୧୩।୧୨: ଖୋର୍ଦ୍ଧା ଜିଲା ବେଗୁନିଆ ବିଜୁ ପଟ୍ଟନାୟକ ପଡ଼ିଆଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ମୁଖ୍ୟମନ୍ତ୍ରୀ ବିଏସ୍‌କଓ୍ବୋଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଜିଲାରେ ୪ ଲକ୍ଷ କାର୍ଡ ବଣ୍ଟନ କରାଯିବାକୁ ଥିବା ବେଳେ ୧୪ ଲକ୍ଷ ହିତାଧୀକାରୀ ଉପକୃତ ହେବେ। ୯୮୮ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ରହିଥିଲେ।
ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ

Khansweb Solution Bhubaneswar

Leave A Reply

Your email address will not be published.