banner
Breaking

ହାଇଡ୍ରାମାରେ ସରିଲା ନନ୍ଦୀଗ୍ରାମ ପ୍ରଚାର।

0

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।
ରାଜ୍ୟରେ ପୁଣିଥରେ କରୋନା ନିଜର କାୟା ବିସ୍ତାରେ କରୁଥିବା ବେଳେ ସୀମାବର୍ତ୍ତୀ ଜିଲା ଚିନ୍ତା ବଢ଼ାଉଛି। ବିଶେଷ କରି ନୂଆପଡ଼ା ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କର ଛତିଶଗଡ଼ ଲିଙ୍କ ଥିବା କଣ୍ଟାକ୍ଟ ଟ୍ରେସିଂରୁ ଜଣାପଡ଼ିଛି। ତେଣୁ ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏପରି କଡ଼ା ପଦକ୍ଷେପ ନିଆଯିବ ବୋଲି ଘୋଷଣା କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.