banner
Breaking

ଡିପ୍ରେସନର ରୂପ ନେବ ଲଘୁଚାପ। ୨୫ ରୁ ପ୍ରବଳ ବର୍ଷା।

0

ଭୁବନେଶ୍ୱର,୨୨।୧୧(ଓଡ଼ିଆ ନ୍ୟୁଜ)-ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ୨୫ ତାରିଖ ଅପରାହ୍ନ ବେଳକୁ ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ଆସନ୍ତା ୨୫ ଓ ୨୬ ତାରିଖ ପ୍ରବଳ ବର୍ଷା ହେବ ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Khansweb Solution Bhubaneswar

Leave A Reply

Your email address will not be published.