banner
Breaking

ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ପାଳିତ

0

ଭୁବନେଶ୍ୱର: ନୀଳାଦ୍ରିବିହାର ସେକ୍ଟର ୧ ଛକ ଠାରେ ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସଭାପତି ତାରକ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କର୍ପୋରେଟର ମୋନାଲିସା ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଯୁବନେତା ମନୋଜ କୁମାର ସାହୁ ଯୋଗଦେଇଥିଲେ। ବଜାର କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲାବେଳେ ସମ୍ପାଦକ ତାପସ ରଂଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.