banner
Breaking

ଲିଙ୍ଗରାଜଙ୍କ ଶୀତଳଷଷ୍ଠୀକୁ ମିଳିଲା ଅନୁମତି।

0

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ ସଜ୍ଜାରେ ଶିବ ବିବାହ ସମ୍ପନ୍ନ ହେବ ବୋଲି ସର୍ତ୍ତରେ ଉଲ୍ଲେଖ ରହିଛି। ସେହିପରି ସାମାଜିକ ଦୂରତା ସହ ସେବାୟତମାନେ ମାସ୍କ ପିନ୍ଧିବାକୁ ବାଧ୍ୟ ବୋଲି ବିଏମସି ଅତିରିକ୍ତ କମିଶନର ଅବନୀକାନ୍ତ ପଟ୍ଟନାୟକଙ୍କ ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.