ଏଲପିଟିମ୍ ପକ୍ଷରୁ ୭୬ତମ ସ୍ବାଧୀନତା ଦିବସ ପାଳିତ
ଭୁବନେଶ୍ୱର: ଏଲପିଟିମ୍ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଦୁର୍ଗାପୂଜା ପଡିଆ ପରିସରରେ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଉପଦେଷ୍ଟା ତଥା ବରିଷ୍ଠ ଆଇନଜୀବି ସମରେନ୍ଦ୍ର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ମାନିତ ଅତିଥି ଭାବେ ଶତୀନ୍ଦ୍ର ଦାସ ଯୋଗଦେଇ ସ୍ବାଧୀନତା ଦିବସର ଗୁଣଗାନ କରିବା ସହ ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଟିମ୍ ର ସମ୍ପାଦକ ଅନିରୁଦ୍ଧ ଲେଙ୍କାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମହୋତ୍ସବରେ ଟିମ୍ ର ସମସ୍ତ ଉପସ୍ଥିତ ଥିଲେ। ସଭାପତି ରମାକାନ୍ତ ସ୍ବାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

**mitolyn**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.