ମାଟ୍ରିକ ପ୍ରଶ୍ନପତ୍ର ଲିକ୍, ବିଧାନସଭା ମୁଲତବୀ
ଭୁବନେଶ୍ୱର : ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିବାକୁ ଘୋଷଣା କରିଛନ୍ତି।

**mitolyn reviews**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.