banner
Breaking

ହୋଲିରେ ମୋ ବସ୍ ଚଳାଚଳ ବନ୍ଦ ରହିବ

0

ଭୁବନେଶ୍ୱର : ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ । ତେବେ ଏହା ଅପରାହ୍ନରେ କାର୍ଯ୍ୟକ୍ଷମ ହୋଇଯିବ। ଏନେଇ କ୍ରୁଟ୍‌ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ଏ ନେଇ ସୋସିଆଲ ମିଡିଆରେ ସଂଶୋଧିତ ସାରଣୀ ଅପ୍‌ଲୋଡ କରାଯାଇଛି ।
ସେହିପରି ଭୁବନେଶ୍ବରରେ ଚଳାଚଳ କରୁଥିବା ମୋ ଇ-ରାଇଡ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.