banner
Breaking

ଫୁଲଓ୍ବାମା ଶହୀଦଙ୍କୁ ମନେପକାଇଲେ ମୋଦି

0

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ। ଯବାନଙ୍କ ସର୍ବୋଚ୍ଚ ବଳିଦାନକୁ ଭାରତ କେବେ ଭୁଲି ପାରିବାନାହିଁ। ସେମାନଙ୍କର ସାହସ ଏକ ଶକ୍ତିଶାଳୀ ତଥା ବିକଶିତ ଭାରତ ଗଠନ ପାଇଁ ପ୍ରେରିତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପୁଲଓ୍ବାମା ଆତଙ୍କୀ ଆକ୍ରମଣରେ ୪୪ ଯବାନ ଶହୀଦ ହୋଇଯାଇଥିଲେ। ଆଜି ସେହି ଭୟଙ୍କର ଘଟଣାକୁ ୪ ବର୍ଷ ପୂରିଛି।

Khansweb Solution Bhubaneswar

Leave A Reply

Your email address will not be published.