banner
Breaking

ରିୟାଙ୍କୁ ମିଳିଲା ଜାମିନ।

0

ମୁମ୍ବଇ : ଡ୍ରଗ୍ସ ମାମଲାରେ ସଂପୃକ୍ତି ଥିବା ହେତୁ ଜେଲରେ ଥିବା ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍ ମିଳିଛି। ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ରିୟା ଚକ୍ରବର୍ତ୍ତୀଙ୍କ ବ୍ୟତୀତ ଦୀପେଶ ସାୱନ୍ତ ଏବଂ ସାମୁଏଲ ମିରାଣ୍ଡାଙ୍କୁ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ମାତ୍ର ରିୟାଙ୍କ ଭାଇ ସୌଭିକଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.