ମୁମ୍ବାଇ,୧୮।୧: ବଲିଉଡ୍ ଅଭିନେତ୍ରୀ ସବାନା ଆଜମି ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ ଅଖତର ଥିଲେ ମଧ୍ୟ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁନେରୁ ମୁମ୍ବାଇ ଯାଇଥିବା ବେଳେ ତାଙ୍କ କାର୍ ଏକ ଟ୍ରକ୍ ସହ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଏମ୍ ଜିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।

Breaking
ଓଡ଼ିଶାରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନଫାଇନାଲରେ ମହିଳା କ୍ରିକେଟ ଦଳ, ଭାରତର ବଢିଲା ପଦକ ସଂଖ୍ୟାଭୁବନେଶ୍ୱରରେ ଏକ୍ସକ୍ଲୁସିଭ ମେନ୍ସୱେର ବ୍ରାଣ୍ଡ ସକ୍ସେସର ଭାରତର ସର୍ବବୃହତ ଆଉଟଲେଟ ଉଦ୍ଘାଟିତମୋବିଲ୍ ୧ଟିଏମ ରେଡ ବୁଲ କେଟିଏମ ଫ୍ୟାକ୍ଟୋରି ରେସିଂ ଟିମକୁ ସହଯୋଗ କରି ପ୍ରଥମ ମୋଟୋ ଜିପି ଟିଏମ ଭାରତର ଶୁଭାରମ୍ଭ କରିଛିଗ୍ୟାସ ସିଲିଣ୍ଡର ଉପରେ ୨୦୦ ରିହାତି