ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ସୂଚନା ଦେଇଛନ୍ତି। କିଛି ଦିନ ହେଲା ଶୁଭ୍ରାଂଶୁ ରକ୍ତ ସଂକ୍ରମଣଜନିତ ରୋଗରେ ପୀଡ଼ିତ ଥିଲା । ଶନିବାର ହଠାତ ପଡ଼ିଯିବା ପରେ ଖାଦ୍ୟ ଗ୍ରହଣ କରୁ ନ ଥିଲା। ଓୟୁଏଟି ବିଶେଷଜ୍ଞଙ୍କ ଦ୍ୱାରା ଶୁଭ୍ରାଂଶୁର ଚିକିତ୍ସା ଚାଲିଥିଲା। ହେଲେ ବହୁ ପ୍ରଚେଷ୍ଟା ପରେ ବି ତା’ର ମୃତ୍ୟୁ ଘଟିଥିଲା। ସୂଚନାଯୋଗ୍ୟ, ଏବେ ନନ୍ଦନକାନନରେ ୧୨ଟି ଅଣ୍ଡିରା ଏବଂ ୧୩ଟି ମାଈ ବାଘ ଅଛନ୍ତି
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
