banner
Breaking

ନୂଆପଡା ଗ୍ରସ୍ତରେ ଡିଜିପି

0

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି। ଜିଲାର ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ନୂଆପଡା ଏସ୍‌ପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ଡିଜିପି । ଏହି ବୈଠକରେ ନୂଆପଡା ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କ ସମେତ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେଶନ ଅମିତାଭ ଠାକୁରଙ୍କ ସହ ଜିଲାର ଛତିଶଗଡ଼ ସୀମା ଓ ସୀମାବର୍ତ୍ତୀ ଗାଁରେ ମାଓବାଦୀ ଗତିବିଧିର ସମୀକ୍ଷା କରିଛନ୍ତି । ଆଗକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଇନ ଶୃଙ୍ଖଳା ଉପରେ ଆଲୋଚନା ଓ ସମୀକ୍ଷା କରିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.