ଭୁବନେଶ୍ୱର, ୨୮ା୫(ଓଡ଼ିଆ ନ୍ୟୁଜ): ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଳୟଙ୍କରୀ ବାତ୍ୟା ଅମ୍ଫାନ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନଙ୍କୁ ସମବେଦନା ଜଣାଇବା ସହ ପୁନଃଉଦ୍ଧାର କାର୍ଯ୍ୟ ପାଇଁ ସିଏମ ରିଲିଫ ପାଣ୍ଠିକୁ ୧୧ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ପୂର୍ବରୁ କରୋନା ମୁକାବିଲା କରିବା ପାଇଁ ମଧ୍ୟ ୨୧ଲକ୍ଷ ଟଙ୍କା ସେ ପ୍ରଦାନ କରିଥିଲେ । ଏହାସହ ସେ ସମସ୍ତଙ୍କୁ ଏଥିପାଇଁ ଆଗେଇ ଆସିବାକୁ ଆହ୍ୱାନ କରିଛନ୍ତି ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
