banner
Breaking

ବନ୍ଦେ ଉତ୍କଳ ଜନନୀ କୁ ମିଳିଲା ରାଜ୍ୟ ସଙ୍ଗୀତର ମାନ୍ୟତା।

0

ଭୁବନେଶ୍ୱର,୭।୬(ଓଡ଼ିଆ ନ୍ୟୁଜ): ଲୋକସଭା ଭବନରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତଏହି କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। “ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଥିବା ସୂଚନା ମିଳିଛି ।

Khansweb Solution Bhubaneswar

Leave A Reply

Your email address will not be published.