banner
Breaking

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ।

0

ଭୁବନେଶ୍ୱର,୨୬/୧ : ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ରାଜ୍ୟପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ହେବା ପରେ ରାଜ୍ୟସ୍ତରୀୟ ପରେଡ୍‍ ଅନୁଷ୍ଠିତ ହୋଇ ସାରିଛି। ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ଚଳିତ ବର୍ଷ ପରେଡ୍‍ ର ନେତୃତ୍ୱ ନେଇଛନ୍ତି କେସିଙ୍ଗା ଏସଡିପିଓ ଏସ୍‍ .ସୁଶ୍ରୀ। ରାଜ୍ୟସ୍ତରୀୟ ପରେଡ୍‍ ରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.