banner
Breaking

ମେ ୫ ରୁ ୧୯ ଓଡିଶା ଲକଡାଉନ୍।

0

ଭୁବନେଶ୍ୱର,୨/୫(ଓଡ଼ିଆ ନ୍ୟୁଜ) ମେ ୫ ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକଡାଉନ୍।ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ।
ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ।

Khansweb Solution Bhubaneswar

Leave A Reply

Your email address will not be published.