banner
Breaking

ଓଡିଶାରେ ଚିହ୍ନଟ ହେଲେ ଓମିକ୍ରନ୍ ଆକ୍ରାନ୍ତ

0

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ପଡୋଶୀ ରାଜ୍ୟଗୁଡିକ ପରେ ଏବେ ଓଡିଶାରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି । ରାଜ୍ୟରେ ମଙ୍ଗଳବାର ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୁଇ ଜଣଙ୍କ ମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଖୋର୍ଦ୍ଧା ଜିଲାର ବୋଲି ଜଣାପଡିଛି। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ଏଥିସହ ୯ ଜଣଙ୍କ ସାମ୍ପୁଲ ଜିନମ ସିକ୍ୟୁଏନ୍ସିଂ ପାଇଁ ପଠାଯାଇଛି

Khansweb Solution Bhubaneswar

Leave A Reply

Your email address will not be published.