banner
Breaking

ଓଡିଶାରୁ ୨୨ଜଣ ପୋଲିସ ପୁରସ୍କୃତ ହେବେ

0

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ୯୩୯ ପୋଲିସ ଅଧିକାରୀ ପୁରସ୍କୃତ ହେବେ। ଏଥି ମଧ୍ୟରୁ ଓଡ଼ିଶାରୁ ୨୨ଜଣ ପୋଲିସ ମନୋନୀତ ହୋଇଛନ୍ତି। ୧୧ ଜଣ ଉତ୍କୃଷ୍ଟ ସେବା, ୯ ଜଣଙ୍କୁ ସାହାସିକତା ପାଇଁ ମନୋନୀତ କରାଯିବା ବେଳେ ଉଲ୍ଲେଖନୀୟ ସେବା ପାଇଁ ୨ ଜଣ ରାଷ୍ଟ୍ରପତି ପଦକ ଲାଗି ମନୋନୀତ ହୋଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.