banner
Breaking

ଘୁଞ୍ଚିଲା ଓଜେଇଇ ପରୀକ୍ଷା।

0

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ମେ’ ମାସ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଡ଼ିଶା ଜଏଣ୍ଟ୍‌ ଏଣ୍ଟ୍ରାନ୍ସ ଏଗ୍‌ଜାମିନେଶନ (ଓଜେଇଇ)କୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ ଅବଧି ବୃଦ୍ଧି କରିଥିବାରୁ ମେ ପ୍ରଥମ ସପ୍ତାହରେ ଓଜେଇଇ କରିବା ସମ୍ଭବ ନୁହେଁ। ଏ ନେଇ ପରବର୍ତ୍ତୀ ନିଷ୍ପତ୍ତି ଲକ୍‌ଡାଉନ ସମାପ୍ତ ହେବା ପରେ ନିଆଯିବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.