banner
Breaking

ପୁଣି ଚିହ୍ନଟ ହେଲେ ୪ ଓମିକ୍ରନ୍ ଆକ୍ରାନ୍ତ

0

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ ଫେରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.