banner
Breaking

ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଲାଗିଲା କଟକଣା

0

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବାଧିକ ୫୦ ଜଣଙ୍କୁ ନେଇ ବଡଦିନ ପାଳନ କରିବାକୁ ଅନୁମତି ଦିଆଯାଇଛି। ସେହିପରି ଜିରୋ ନାଇଟ୍‌ ସେଲିବ୍ରେଶନକୁ ସରକାର ବାରଣ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.