banner
Breaking

ଭାରତ ଜିତିଲା ଦୁଇ ଓସ୍କାର ଆଓ୍ବାର୍ଡ

0

ମୁମ୍ବାଇ: ମନୋରଞ୍ଜନ ଜଗତର ଅନ୍ୟତମ ସମ୍ମାନଜନକ ପୁରସ୍କାର ଓସ୍କାର ଆଓ୍ବାର୍ଡ ଘୋଷଣା କରାଯାଇଛି। ଏଥିରେ ଭାରତ ଦୁଇଟି ପୁରସ୍କାର ଜିତିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର ଲାଭ କରିଛି। ସେହିପରି ‘ଦ ଏଲିଫ୍ୟାଣ୍ଟ ହ୍ବିସପର୍ସ’ ବେଷ୍ଟ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ଓସ୍କାର ଜିତିଛି।

Khansweb Solution Bhubaneswar

Leave A Reply

Your email address will not be published.